Breaking PLUSଓଡ଼ିଶାମୁଖ୍ୟ ଖବର
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାିଛି । ଭିତରକାଠ ନିକଟରେ ବାନ୍ତି ପଡ଼ିବାରୁ ବଡ଼ ମହାସ୍ନାନ । ନୀତିକାନ୍ତି ପାଇଁ ୧ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଭିତର ବେଢ଼ାରେ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଭକ୍ତ ।