Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା, ପୂର୍ଣ୍ଣାଙ୍ଗ ସତ୍ୟପାଠ ଦାଖଲ ପାଇଁ ଏଏସଆଇକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, 8 ନଭେମ୍ବର – ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲାରେ ପୂର୍ଣ୍ଣାଙ୍ଗ ସତ୍ୟପାଠ ଦାଖଲ ପାଇଁ ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୨୦୧୭ ମସିହାରୁ ବର୍ତମାନ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଜଗମୋହନ ନାଟମଣ୍ଡପ, ରତ୍ନଭଣ୍ଡାର ମରାମତି ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସତ୍ୟପାଠ ଜରିଆରେ ଜଣାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୫ ତାରିଖରେ ମାମଲାର ପରବର୍ତୀ ଶୁଣାଣୀ । ଅଭିଶେକ ଦାସ ଓ ଦିଲ୍ଲୀପ ମହାପାତ୍ରଙ୍କ ଆବେଦନ ଉପରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Back to top button