Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରସ୍ୱତନ୍ତ୍ର

ସୋନିଆ ଗାନ୍ଧି ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ: ସୋନିଆ ଗାନ୍ଧି ଅସୁସ୍ଥ । କଂଗ୍ରେସ ସଂସଦୀୟ ଦଳର ନେତା ସୋନିଆ ଗାନ୍ଧି ରବିବାର ଦିନ ଦିଲ୍ଲୀର ସର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଜ୍ୱର ହୋଇଥିବା ସୂଚନା ମିଳିଛି ।

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ନିକଟରେ ଇଣ୍ଡିଆ ମେଣ୍ଟର ବୈଠକରେ ସାମିଲ ହେବା ପାଇଁ ମୁମ୍ବାଇ ଯାଇଥିଲେ । ଏହି ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି ।

Show More

Related Articles

Back to top button