Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବରରାଜନୀତି

ବିହାରର ନୂତନ ପ୍ରଭାରୀ ଭାବେ ଭକ୍ତ ଦାସଙ୍କୁ ମନୋନୀତ କଲେ ସୋନିଆ ଗାନ୍ଧୀ

ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି

ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଶକ୍ତିସିହ୍ନ ଗୋହିଲ ବିହାର ପ୍ରଭାରୀ ଦାୟିତ୍ୱ ଛାଡିବା ପରେ ତାଙ୍କ ସ୍ଥାନରେ ଭକ୍ତଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଏନେଇ ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେନୁଗୋପାଲ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।

Show More

Related Articles

Back to top button