ଖେଳ

ଟି୨୦ ବିଶ୍ୱକପ : ଦକ୍ଷିଣ ଆଫ୍ରିକାକୁ ପରାସ୍ତ କଲା ଅଷ୍ଟ୍ରେଲିଆ

ଆଜି ଟି୨୦ ବିଶ୍ୱକପ ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଉଇକେଟ ହରାଇ ୧୧୮ ରନ କରିଥିଲା । ବିଜୟ ହାସଲ କରିବା ପାଇଁ ଅଷ୍ଟ୍ରେଲିଆକୁ ଶେଷ ଓଭର ପର୍ଯ୍ୟନ୍ତ ସଂଘର୍ଷ କରିବାକୁ ପଡିଥିଲା । ଶେଷରେ ଅଷ୍ଟ୍ରେଲିଆ ୧୯.୪ ଓଭରରେ ୫ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା ।

 

Show More

Related Articles

Back to top button