Breaking PLUSଦେଶ ବିଦେଶମନୋରଞ୍ଜନମୁଖ୍ୟ ଖବର

ସାଉଥ ଫିଲ୍ମର ସୁପରଷ୍ଟାର ଚିରଞ୍ଜୀବଙ୍କୁ କରୋନା

ସାଉଥ ଫିଲ୍ମର ସୁପରଷ୍ଟାର ଚିରଞ୍ଜୀବ କରୋନା ସଂକ୍ରମିତ ହୋଇଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରିଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବେଳେ ସେ ସଙ୍ଗରୋଧରେ ଅଛନ୍ତି ।

ଫିଲ୍ମ ‘ଆଚାର୍ଯ୍ୟ’ ସୁଟିଂ ପୂର୍ବରୁ ପ୍ରୋଟୋକଲ୍ ଅନୁସାରେ ସେ କୋଭିଡ ଟେଷ୍ଟ କରାଇଥିଲେ । ଦୁର୍ଭାଗ୍ୟଜନକ ଭାବରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି ବୋଲି ସେ ଟ୍ୱିଟ କରିଛନ୍ତି ।

Show More

Related Articles

Back to top button