Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗଡ଼ିବ ୩ ‘ଶ୍ରମିକ ସ୍ପେଶାଲ ଟ୍ରେନ’

ରାଜ୍ୟରେ ଆସନ୍ତା ୧୨ ତାରିଖରୁ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବାକୁ ଯାଉଛି ।

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୨ ତାରିଖରୁ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବାକୁ ଯାଉଛି । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଟ୍ରେନ ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ ପୁରୀ-ଓଖା ରୁଟ ଦେଇ ଚାଲିବ। ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।

Show More

Related Articles

Back to top button