Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଆଜି ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର, 3 ଫେବୃଆରୀ – ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ସୋମବାର 5 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ୍ ଅଧିବେଶନ । ଏହି ଅଧିବେଶନରେ କାମଚଳା ବଜେଟ୍ ଆଗତ ହେବ । ତେବେ ଏହାପୂର୍ବରୁ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ବସିବ । ଏଥିରେ ଚିଠା ବଜେଟକୁ ମଞ୍ଜୁରୀ ଦିଆଯିବ । ଏହାସହିତ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି ।

Show More

Related Articles

Back to top button