Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମାଙ୍କୁ କରୋନା

ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଥିବା ସଂଜୟ ଦାସବର୍ମା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହିତ ଲକ୍ଷଣ ଦେଖାଗଲେ କୋଭିଡ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି

ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଥିବା ସଂଜୟ ଦାସବର୍ମା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହିତ ଲକ୍ଷଣ ଦେଖାଗଲେ କୋଭିଡ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

ଏହା ସହ ସେ ବର୍ତ୍ତମାନ ସଙ୍ଗରୋଧରେ ରହିଥିବାରୁ ଆସନ୍ତା ୧୫ ଦିନ ଯାଏଁ ସେ କୌଣସି କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି ।

Show More

Related Articles

Back to top button