Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ମିଳିବ ସୁଭଦ୍ରା ଚତୁର୍ଥ ପର୍ଯ୍ୟାୟ ଟଙ୍କା

ସୁଭଦ୍ରା ଯୋଜନାରେ ଆଜି ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ୫ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ପ୍ରାୟ ୧୮ଲକ୍ଷ ମହିଳା ଏହି ପର୍ଯ୍ୟାୟରେ ସହାୟତା ପାଇବେ। ଯାଜପୁରରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ ।