Breaking PLUSଓଡ଼ିଶାମୁଖ୍ୟ ଖବର

8ରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଏକ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ପ୍ରଥମ ପର୍ଯ୍ୟାୟର ୪ଟି କିସ୍ତିରେ ପ୍ରାୟ ୯୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରି ୫ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ଏନ୍‌ପିସିଆର ଠିକ୍ ହୋଇଥିବାରୁ ୨ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ପୁଣି ସୁଭଦ୍ରା ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟର କିସ୍ତି ଟଙ୍କା ଦିଆଯିବ।

Show More

Related Articles

Back to top button