Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଗୋଟିଏ ଦଉଡିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ । ଗଛରେ ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି। ଗୋଟିଏ ଦଉଡ଼ିରେ ଏପଟ ସେପଟରେ ଝୁଲୁଛନ୍ତି ଦୁଇଜଣ ।

ଗୋଟିଏ ଦଉଡିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ । ଗଛରେ ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି। ଗୋଟିଏ ଦଉଡ଼ିରେ ଏପଟ ସେପଟରେ ଝୁଲୁଛନ୍ତି ଦୁଇଜଣ । ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଧାନଷୋଳ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପ୍ରେମୀଯୁଗଳ ରାସଗୋବିନ୍ଦପୁର ଥାନା ଦରଖୋଳି ଗ୍ରାମର ବାଉଳା ସିଂ ଓ ସୀମା ସିଂ ବୋଲି ଜଣାପଡିଛି । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ରାସଗୋବିନ୍ଦପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Show More

Related Articles

Back to top button