Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟସଭା ପାଇଁ ବିଜେପିରୁ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର – ରାରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଭାବେ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁଜିତ କୁମାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ବିଜେପି ସଂସଦୀୟ ବୋର୍ଡ କମିଟି ରାଜ୍ୟସଭା ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ଭାବେ ଆଜି ସୁଜିତ କୁମାରଙ୍କ ନାଁରେ ମୋହର ମାରିଥିଲା।

Show More

Related Articles

Back to top button