Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର- ଅଂଶୁଘାତ ନେଲା ଜୀବନ । ରାଜ୍ୟରେ ଅଂଶୁଘାତ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ ଇଲନେସ (ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା) ଯୋଗୁ ୭୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରେ ସର୍ବାଧିକ ୩୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାବେଳେ ମୟୂରଭଞ୍ଜରେ ୭ ଓ ଅନୁଗୋଳରେ ୭ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ଭର୍ତ୍ତି ହୋଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button