Breaking PLUSଓଡ଼ିଶାବିଧାନସଭାମୁଖ୍ୟ ଖବର

ବିଧାନସଭାରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ୍‌

ବିରୋଧୀଙ୍କ ହୋହାଲ୍ଲା ମଧ୍ୟରେ ବିଧାନସଭାରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ୍‌ । ମୋଟ ୧୯,୮୩୩ କୋଟିର ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥିରେ ପଞ୍ଚାୟତିରାଜ୍‌ ବିଭାଗ ପାଇଁ ସର୍ବାଧିକ ୨୬ ପ୍ରତିଶତ ଅର୍ଥାତ ୩,୬୨୪ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ସ୍ୱାସ୍ଥ୍ୟ ପାଇଁ ୨୩୧୦ କୋଟି ଟଙ୍କା, ଶକ୍ତି ବିଭାଗ ପାଇଁ ୨୧୪୩ କୋଟି ବ୍ୟୟବରାଦ ହୋଇଛି ।

ଅତିରିକ୍ତ ବଜେଟ୍‌ ଉପସ୍ଥାପନ ପରେ ଗୃହକୁ ଆସନ୍ତାକାଲି ୧୦.୩୦ ଯାଏଁ ମୁଲତବୀ ଘୋଷଣା କରାଯାଇଛି ।

Show More

Related Articles

Back to top button