Breaking PLUSଦେଶମୁଖ୍ୟ ଖବର

କେଜରିୱାଲଙ୍କ ପିଟିସନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ-ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ଘୋଟାଲା ମାମଲାରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାଲିରାତିରେ କରିଥିବା ଗିରଫଦାରି ବିରୁଦ୍ଧରେ ଦାୟର ପିଟିସନ ଉପରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ ।
କେଜରିୱାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁସିଂଘଭି ଆଜି ଜଷ୍ଟିସ ସଂଜୀବ ଖନ୍ନାଙ୍କ ଅଧ୍ୟକ୍ଷତା ବିଶିଷ୍ଟ ବେଂଚ ନିକଟରେ ପିଟିସନ ଉପରେ ଜଲଦି ଶୁଣାଣି କରିବାକୁ ଦାବି କରିଛନ୍ତି । ଏହାପରେ ଆଜି ଶୁଣାଣି କରିବାକୁ ବେଂଚ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Back to top button