Breaking PLUSଦେଶ ବିଦେଶମୁଖ୍ୟ ଖବର

ବ୍ରାଜିଲରେ ଭୟଙ୍କର ବନ୍ୟା, 56ଜଣ ମୃତ

ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ୫୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଏଥିସହ ଏକ ହଜାରରୁ ଅଧିକ ଲୋକ ନିଜର ବାସଗୃହ ହରାଇଛନ୍ତି

ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଏବଂ ଲୋକଙ୍କ ପାଖରେ ରିଲିଫ ପହଞ୍ଚାଇବା କାମ ଜାରି ରହିଛି । ଜଳବନ୍ଦୀ ଅବସ୍ଥାରେ ଥିବା ଘର, ରାସ୍ତାଘାଟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବନ୍ୟାରେ ଭାସିଆସିଥିବା କୁଢ କୁଢ ଅଳିଆ ଆବର୍ଜନା ଭିତରୁ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଉଛି । ସେପଟେ ବନ୍ୟା ପୀଡିତ ଅଞ୍ଚଳଗୁଡିକରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି ରାଜ୍ୟପାଳ ଅଡୁଆର୍ଡୋ ଲିଟ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button