Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ଅଲିମ୍ପିକ୍ସରେ ଖେଳିବାକୁ ଥିବା ଖେଳାଳିଙ୍କ ପ୍ରଶିକ୍ଷଣ ପାଇଁ ବିସିସିଆଇ ଦେବ ୧୦ କୋଟି ଟଙ୍କା

ବିସିସିଆଇ ଆପେକ୍ସ କାଉନସିଲ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି । ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଆଥଲେଟଙ୍କ ପ୍ରଶିକ୍ଷଣ ଏବଂ ପ୍ରସ୍ତୁତି ବାବଦକୁ ବୋର୍ଡ ୧୦ କୋଟି ଟଙ୍କା ଦେବ । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏବଂ ସମ୍ପାଦକ ଜୟ ଶାହଙ୍କ ଉପସ୍ଥିତିରେ ଏହି ନିଷ୍ପତି ନିଆଯାଇଛି ।

ଆସନ୍ତା ଜୁଲାଇ ୨୩ରୁ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବ । ଲି ଲଙ୍ଗ କମ୍ପାନୀ କିଟ ପ୍ରାୟୋଜକରୁ ଓହରିଯିବା ପରେ ବୋର୍ଡର ଏହି ନିଷ୍ପତିକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଉଛି ।

Show More

Related Articles

Back to top button