Breaking PLUSଓଡ଼ିଶାମୁଖ୍ୟ ଖବର

ଜାନୁଆରୀ ପ୍ରଥମ ସପ୍ତାହରେ ହୀରାକୁଦ ଡ୍ୟାମ ଅଞ୍ଚଳରେ ଆରମ୍ଭ ହେବ ପକ୍ଷୀଗଣନା

ହୀରାକୁଦ ଡ୍ୟାମ ଅଞ୍ଚଳରେ ଆରମ୍ଭ ହେବ ବାର୍ଷିକ ପକ୍ଷୀଗଣନା କାର୍ଯ୍ୟ । ୨୦୨୧ ମସିହା ଜାନୁଆରୀ ପ୍ରଥମ ସପ୍ତାହରେ ପକ୍ଷୀଗଣନା ହେବ ବୋଲି  ହୀରାକୁଦ ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି  ।

ହୀରାକୁଦ ଡ୍ୟାମ ଅଞ୍ଚଳରେ ଆରମ୍ଭ ହେବ ବାର୍ଷିକ ପକ୍ଷୀଗଣନା କାର୍ଯ୍ୟ । ୨୦୨୧ ମସିହା ଜାନୁଆରୀ ପ୍ରଥମ ସପ୍ତାହରେ ପକ୍ଷୀଗଣନା ହେବ ବୋଲି  ହୀରାକୁଦ ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି  ।

ହୀରାକୁଦ ଡ୍ୟାମ ଅଞ୍ଚଳରେ ପକ୍ଷୀଗଣନା ପାଇଁ ୪ ଟି ଟିମ୍ ଗଠନ କରାଯିବ । ପକ୍ଷୀମାନଙ୍କ ସୁରକ୍ଷା ପାଇଁ ୩୦ ଜଣ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯିବ । ଶୀତରେ ବିଦେଶ ପକ୍ଷୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି । ଏହାସହ ବୋଟ୍ ଦ୍ୱାରା ନଦୀବନ୍ଧ ଅଞ୍ଚଳମାନଙ୍କରେ ପାଟ୍ରୋଲିଂ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସୂଚନା ଦିଆଯାଇଛି ।

Show More

Related Articles

Back to top button