Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଧାନସଭା ଅଧିବେଶନ ପୂର୍ବରୁ ଆସନ୍ତା ୨୮ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ

ମୌସୁମୀ ଅଧିବେଶନ ପୂର୍ବରୁ ଶାସକ ଦଳକୁ ଘେରିବା ପାଇଁ ଅଂଟା ଭିଡିଲାଣି ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେପି । ଏନେଇ ରଣନୀତି ପ୍ରସ୍ତୁତ କରିବ ଦଳ ।

ମୌସୁମୀ ଅଧିବେଶନ ପୂର୍ବରୁ ଶାସକ ଦଳକୁ ଘେରିବା ପାଇଁ ଅଂଟା ଭିଡିଲାଣି ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେପି । ଏନେଇ ରଣନୀତି ପ୍ରସ୍ତୁତ କରିବ ଦଳ । ୨୮ରେ ବିରୋଧୀ ଦଳ ନେତାଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ସମସ୍ତ ବିଧାୟକ ଦଳର ସଭାପତି ଉପସ୍ଥିତ ରହିବେ ।

ଦଳୀୟ କାର୍ଯ୍ୟାଳୟରେ ବସିବ ବୈଠକ । କୋଭିଡ୍ ପରିଚାଳନା, ବନ୍ୟା ପ୍ରସଙ୍ଗ, କେନ୍ଦ୍ର ଟଙ୍କାର ରାଜ୍ୟ ଖର୍ଚ୍ଚ କରିନପରିବା ଓ ପ୍ରବାସୀ ଶ୍ରମିକମାନଙ୍କ ଉପରେ ଦଳ କରିବ ପ୍ରସଙ୍ଗ । ଏହା ପୂର୍ବରୁ ବିଧାୟକମାନଙ୍କ ସହ ୨୦ ତାରିଖରେ ଅନଲାଇନରେ ବସିବ ବୈଠକ । ଏନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସୁଚନା ଦେଇଛନ୍ତି ।

Show More

Related Articles

Back to top button