Breaking PLUSଓଡ଼ିଶାମୁଖ୍ୟ ଖବର

ପଖାଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 20 ମାର୍ଚ୍ଚ – ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଖାଦ୍ୟ ସମ୍ଭାର ମଧ୍ୟରେ ‘ପଖାଳ’ର ସ୍ଥାନ ସର୍ବଦା ସ୍ଵତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ ଏବଂ ଏହା ଆମ ଖାଦ୍ୟ ବିବିଧତାର ଅନନ୍ୟ ପରିଚୟ। ପାରମ୍ପରିକ ଖାଦ୍ୟ ଭାବେ ପ୍ରତି ଓଡ଼ିଆଙ୍କ ଭଳି ପଖାଳ ମଧ୍ୟ ମୋର ଅତି ପ୍ରିୟ। ସମସ୍ତଙ୍କୁ ‘ପଖାଳ ଦିବସ’ରେ ମୋର ଶୁଭେଚ୍ଛା ଜଣାଉଛି ।

Show More

Related Articles

Back to top button