Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଦୀପାବଳି ସମସ୍ତଙ୍କ ଜୀବନରେ ଆନନ୍ଦ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।

Show More

Related Articles

Back to top button