Breaking PLUSଓଡ଼ିଶାମୁଖ୍ୟ ଖବର

ମୟୁରଭଞ୍ଜ ସଡକ ଦୁର୍ଘଟଣାରେ ୬ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର, 24 ଜାନୁଆରୀ – ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି୤ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ୤ । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Show More

Related Articles

Back to top button