Breaking PLUSଓଡ଼ିଶାମୁଖ୍ୟ ଖବର

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ରାଶି ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ୪ ଲକ୍ଷ ମଂଜୁର କରାଯାଇଥିବା ନେଇ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସହାୟତା ମଂଜୁରୀ ନେଇ ମାନସ ମଙ୍ଗରାଜ ଟୁଇଟ୍ କରି ଜଣାଇଛନ୍ତି ।

Show More

Related Articles

Back to top button