ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟଦେଶପୂଜା ପାର୍ବଣବ୍ୟକ୍ତିତ୍ୱସ୍ୱତନ୍ତ୍ର

ନୂଆଁଖାଇ ପାଳିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଗତକାଲି ନୂଆଁଖାଇ ପାଳିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘଲେ । ପ୍ରଥମେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ଜିଲ୍ଲାର ଲୋଇଙ୍ଗ ଜିଲ୍ଲାରେ ପହଞ୍ଚି ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସ୍ଥାନୀୟ ଚାଷୀ ବାହାଦୁର ଶିଦାରଙ୍କ ଘରକୁ ଯାଇ ଖଲି ପତ୍ର ଓ ଦନାରେ ନବାନ୍ନ ଭକ୍ଷଣ କରିଥିଲେ ।

କୃଷି ଭିତ୍ତିକ ଗଣପର୍ବ ନୂଆଖାଇ କେବଳ ଯେ ପଶ୍ଚିମ ଓଡ଼ିଶାରେ ସୀମିତ ଅଛି ତାହା ନୁହେଁ ବରଂ ପଡୋଶୀ ରାଜ୍ୟ ଛତିଶଗଡ଼ ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ବୋଲି ଏହା ପ୍ରମାଣ କରିଛି ।

 

Show More

Related Articles

Back to top button