Breaking PLUSଓଡ଼ିଶାମୁଖ୍ୟ ଖବର

ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୨୨ତାରିଖରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିପାଇଁ ଜିଲାର ୨୬ ବ୍ଲକରେ ଜୋରଦାର ପ୍ରସ୍ତୁତି ଚାଲିଛି । ଗସ୍ତବେଳେ ପ୍ରାୟ ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

 

Show More

Related Articles

Back to top button