Breaking PLUSଓଡ଼ିଶାମୁଖ୍ୟ ଖବର

ଦୋଳ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 25 ମାର୍ଚ୍ଚ – ଦୋଳ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ପ୍ରଭୁ ଦୋଳ ଗୋବିନ୍ଦଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

Show More

Related Articles

Back to top button