Breaking PLUSଓଡ଼ିଶାମୁଖ୍ୟ ଖବର

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ହୋଲିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଙ୍ଗ ଓ ଭାଇଚାରାର ପର୍ବ ପବିତ୍ର ହୋଲି ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ ।

Show More

Related Articles

Back to top button