Breaking PLUSଓଡ଼ିଶାମୁଖ୍ୟ ଖବର

ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆଜି ହେଉଛି ପବିତ୍ର ମହାଶିବରାତ୍ରି । ଏହି ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,
ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ପ୍ରଭୁ ଲିଙ୍ଗରାଜଙ୍କ ଅପାର କରୁଣା ଓ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ।

Show More

Related Articles

Back to top button