Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ‘ବିକଶିତ ଓଡ଼ିଶା’ ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ‘ଓଡ଼ିଶା ଦିବସ’ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ‘ବିକଶିତ ଓଡ଼ିଶା’ ଗଢ଼ିବା ଦିଗରେ ଆଗକୁ ବଢ଼ିବା।

Show More

Related Articles

Back to top button