Breaking PLUSଓଡ଼ିଶାମୁଖ୍ୟ ଖବର

ଆଉ କିଛି ସମୟ ପରେ ଦିନ ୧୦ଟାରେ ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ

ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି ।

ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ଖବର ସାମାନାକୁ ଆସିଛି । ତାହା ହେଲା ଆଜି ଦିନ ୧୦ଟାରେ ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button