Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନିଲମ୍ୱିତ ନେତାମାନଙ୍କ ଉପରୁ ନିଲମ୍ୱନ ଆଦେଶ ପ୍ରତ୍ୟାହାର କରିଲା କଂଗ୍ରେସ

ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଡ. ତିରୁପତି ପାଣିଗ୍ରାହୀ, ଏସ୍ ଗଜପତି ରାଓ, ବି. ବାଲରାଜୁ

ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଡ. ତିରୁପତି ପାଣିଗ୍ରାହୀ, ଏସ୍ ଗଜପତି ରାଓ, ବି. ବାଲରାଜୁ, ଟି ନାଗେଶ୍ୱର ରାଓ, ଡି.ଭି. ରାଜୁ, ଏମ କ୍ରିଷ୍ଣା ରାଓ, ଏସ ବାଲରାଜୁ, ଏସ୍ ଜୟମୋହନ ରାଓ, କ୍ରିଷ୍ଣା କୁମାର ବେହେରା ଓ କାଶି ନଗର ବ୍ଲକର ନେତୃବୃନ୍ଦ ଜି. ତିରୁପତି ରାଓ, ଅଖିଳ କୁମାର ପାତ୍ର, କେ.ସି. ଏଚ.ଡୋରା, ଏନ୍ ଜିବରତ୍ନ୍ନ, କେ ରାମାରାଓ ଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ସୂତ୍ରରୁ ପ୍ରେସ୍ତ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।

Show More

Related Articles

Back to top button