Breaking PLUSଓଡ଼ିଶାମୁଖ୍ୟ ଖବର

ବିପଦ ସଙ୍କେତ ଟପିଲା ଜଳକା

ଲଘୁଚାପ ଜନିତ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ୍ ଦେଇ ପ୍ରବାହିତ ହୋଇଥିବା ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତକାଲି ଠାରୁ ବର୍ଷା ହେବା ଫଳରେ ନଦୀର ଜଳସ୍ତର ବଢିବାରେ ଲାଗିଛି

ଲଘୁଚାପ ଜନିତ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ୍ ଦେଇ ପ୍ରବାହିତ ହୋଇଥିବା ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଗତକାଲି ଠାରୁ ବର୍ଷା ହେବା ଫଳରେ ନଦୀର ଜଳସ୍ତର ବଢିବାରେ ଲାଗିଛି ।  ମଥାନୀ ଠାରେ  ବିପଦ ସଙ୍କେତ ୫.୫୦ ଥିବାବେଳେ ସକାଳ ୭ ସୁଧା ୫.୮୦ ମିଟରରେ ଜଳ ପ୍ରବାହିତ ହେଉଛି । ଯଦି ଏହିଭଳି ଭାବରେ ବର୍ଷା ଲାଗିରହେ ତେବେ ବସ୍ତା ବ୍ଳକ୍‌ର ୧୦ ଟି ପଞ୍ଚାୟତ ଓ ସଦର ବ୍ଳକ୍‌ର ଦୁଇଟି ପଞ୍ଚାୟତରେ ବନ୍ୟା ହେବାର ଆଶଙ୍କା ରହିଛି ।

Show More

Related Articles

Back to top button