ଓଡ଼ିଶାଦୁର୍ଘଟଣାମୁଖ୍ୟ ଖବରସ୍ୱତନ୍ତ୍ରସ୍ୱାସ୍ଥ୍ୟ

ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ

ବାରଙ୍ଗ : ନନ୍ଦନକାନନ ଜାତୀୟ ପ୍ରାଣୀ ଉଦ୍ୟାନର ୩୦ ନମ୍ବର ଖୁଆଡ଼ରେ ଆଫ୍ରିକୀୟ ସିଂହର ମୃତ୍ୟୁ । ସର୍ପ ଦଂଶନ ଯୋଗୁ ସିଂହର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ, ଶବବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ  ।ସିଂହର ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି । ତେବେ ଏବେ ଏହି ଆଫ୍ରିକୀୟ ସିଂହର ମୃତ୍ୟୁ ପରେ ନନ୍ଦନକାନନରେ ମୋଟ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି ।

Show More

Related Articles

Back to top button