Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାନସଭା ପରିସରରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ରାଜ୍ୟପାଳ

ଭୁବନେଶ୍ୱର, 30 ଜାନୁଆରୀ- ଜାତୀୟ ପିତା ମହାତ୍ମା ଗାନ୍ଧିଙ୍କ ସହିଦ ଦିବସ ଅବସରରେ ବିଧାନସଭା ପରିସରରେ ବାପୁଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଏନେଇ ରାଜ୍ୟପାଳ ରଘୁବର ଦାସ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଧାନସଭା ଅଧ୍ୟକ୍ଷ ଶ୍ରୀମତି ପ୍ରମିଳା ମଲ୍ଲିକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Show More

Related Articles

Back to top button