ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟାରେ ୯୫୨୦ ଆକ୍ରାନ୍ତ ଚିହ୍ନଟ

ଦେଶରେ ସଂକ୍ରମଣ କ୍ରମଶଃ ହ୍ରାସ ପାଉଛି । ୨୪ ଘଣ୍ଟାରେ ଦେଶରେ ୯୫୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି । ମୃତ୍ୟୁସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୮୭୩୧୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୮୩ ହଜାର ୭୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୫୯୭ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି ।

Show More

Related Articles

Back to top button