ଦେଶସ୍ୱାସ୍ଥ୍ୟ

ଦେଶରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୦୪୩ କରୋନା ସଂକ୍ରମଣ ଚିହ୍ନଟ

ଦେଶରେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୦୪୩ କରୋନା ସଂକ୍ରମଣ ଚିହ୍ନଟ । ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ କରୋନା ସଂକ୍ରମଣଙ୍କ ସଂଖ୍ୟା ୪,୪୫,୪୩,୦୮୯ରେ ପହଞ୍ଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୪୭,୩୭୯ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

 

 

Show More

Related Articles

Back to top button