Breaking PLUSଓଡ଼ିଶାମୁଖ୍ୟ ଖବର

ବାଲେଶ୍ୱର ଜିଲ୍ଲା ମଥାନୀ ଠାରେ ବିପଦ ସଙ୍କେତ ଟପିଲା ଜଳକା ନଦୀ

ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଙ୍କେତ ଟପିଛି ଜଳକା ନଦୀ । ଲଘୁଚାପଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି

ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଙ୍କେତ ଟପିଛି ଜଳକା ନଦୀ । ଲଘୁଚାପଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଜଳସ୍ତର ବଢୁଛି । ଯଦି ଏଭଳି ଭାବରେ ବର୍ଷା ଲାଗିରହେ, ତେବେ ବସ୍ତା ବ୍ଳକ୍‌ର ୧୦ଟି ପଞ୍ଚାୟତ ଏବଂ ସଦର ବ୍ଳକ୍ ର ୨ଟି ପଞ୍ଚାୟତରେ ପୁଣି ଥରେ ବନ୍ୟା ହେବାର ଆଶଙ୍କା ସୃଷ୍ଟି ହୋଇଛି ।

Show More

Related Articles

Back to top button