Breaking PLUSଓଡ଼ିଶାଦେଶମୁଖ୍ୟ ଖବର

କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି

ଭୁବନେଶ୍ୱର- ଓଡିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଶନିବାର କଂଗ୍ରେସ ପକ୍ଷରୁ ଜାରି କରାଯାଇଛି। ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ ଗାନ୍ଧୀ , ରାହୁଲ ଗାନ୍ଧୀ , ପ୍ରିୟଙ୍କା ଗାନ୍ଧୀ , ମଲ୍ଲିକାର୍ଜୁନ ଖଡଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟ ରହିଛନ୍ତି। ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ ମଧ୍ୟ ତାଲିକାରେ ସାମିଲ ରହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button