Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ୧୧ ଟି ଜିଲ୍ଲାକୁ ବର୍ଷା ଓ ଘଡ଼ଘଡି ହେବା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ଵର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୧୦ ଟା ୩୦ ରୁ ଅପରାହ୍ନ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Show More

Related Articles

Back to top button