Breaking PLUSଆଇନ କାନୁନମୁଖ୍ୟ ଖବରସେଲିବ୍ରିଟି

ଫ୍ୟାମିଲି କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି

କଟକ : ବର୍ଷା ଓ ଅନୁଭବ ବିବାହ ବିଚ୍ଛେଦ ମାମଲା । କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ଅନୁଭବ ମହାନ୍ତି । ୫ ରୁ ୬ ତାରିଖ ଯାଏଁ ଚାଲିବ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା । ସୂଚନା ଅନୁସାରେ, କିଛିଦିନ ପୂର୍ବେ ଷ୍ଟାର୍ ଦମ୍ପତ୍ତି ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଉପରେ ଏସଡିଜେଏମ୍ ଙ୍କ ଅଦାଲତରେ ଶୁଣାଣୀ ହୋଇଥିଲା । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଦୁଇଟି ପିଟିସନର ଶୁଣାଣୀ ଶେଷ କରି କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ ।

Show More

Related Articles

Back to top button