Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ବରୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ବରୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ବରୀ । ଓଡ଼ିଶା ପ୍ରଭାରୀ ଭାବେ ଦାୟିତ୍ୱ ଗ୍ରହଣ କରିବାପରେ ପୁରନ୍ଦେଶ୍ବରୀଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ । ୩ ଦିନିଆ ଓଡ଼ିଶା ଗସ୍ତ ଅବସରରେ ସେ ଦଳୀୟ ନେତା ଓ ବୁଦ୍ଧିଜୀବୀଙ୍କୁ ଭେଟିବେ । ଆଜି ରାତି ୮ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ବୋଲି ଜଣାପଡିଛି । ଆସନ୍ତାକାଲିଠାରୁ ୨ ଦିନ ଧରି ଦଳୀୟ କର୍ମୀଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ଥିବା ନେଇ ମଧ୍ୟ ଜଣାପଡିଛି ।

Show More

Related Articles

Back to top button