Breaking PLUSଓଡ଼ିଶାମୁଖ୍ୟ ଖବର

ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର

ପଞ୍ଜାବ-ହରିୟାଣା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଆସନ୍ତା ସୋମବାର ସକାଳ ୧୦ଟାରେ ଶପଥ ନେବେ । ହାଇକୋର୍ଟର ପୁରୁଣା କୋଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ଗୃହ ବିଭାଗ ପକ୍ଷରୁ ଜଣାପଡ଼ିଛି ।

ପଞ୍ଜାବ-ହରିୟାଣା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଆସନ୍ତା ସୋମବାର ସକାଳ ୧୦ଟାରେ ଶପଥ ନେବେ । ହାଇକୋର୍ଟର ପୁରୁଣା କୋଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ଗୃହ ବିଭାଗ ପକ୍ଷରୁ ଜଣାପଡ଼ିଛି । କିଛି ଦିନ ତଳେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ନେଇ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । କେନ୍ଦ୍ର ଆଇନ ମନ୍ତ୍ରାଳୟର ସ୍ୱୀକୃତି ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଜଷ୍ଟିସ୍‌ ମୁରଲୀଧରଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା

Show More

Related Articles

Back to top button