Breaking PLUSଦେଶମୁଖ୍ୟ ଖବର

ବିଧିବଦ୍ଧ ଭାବେ ଦାୟିତ୍ୱ ନେଲେ ନୂତନ ନୌସେନା ମୁଖ୍ୟ

ପଦ ସମ୍ଭାଳିଲେ ଭାରତୀୟ ନୌସେନାର ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଏହି ପଦବୀ ପାଇଁ ଚୟନ କରାଯାଇଥିଲା । ଆଜି ଦିଲ୍ଲୀରେ ନୌସେନା ମୁଖ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି ।

Show More

Related Articles

Back to top button