ଓଡ଼ିଶାଦେଶମୁଖ୍ୟ ଖବରଶିକ୍ଷା

ଆସନ୍ତା ବର୍ଷଠାରୁ ନବମ ଓ ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ ନୂଆ ବିଷୟ

ଭୁବନେଶ୍ୱର : ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରାଙ୍କ ପାଠ୍ୟକ୍ରମରେ ଲାଗୁ ହେବ ନୂଆ ବିଷୟ । ଏ ନେଇ ବୋର୍ଡ କର୍ତ୍ତୃପକ୍ଷ ସୋମବାର ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷଠାରୁ ଉଭୟ ନବମ ଏବଂ ଦଶମରେ ନୂଆ ବିଷୟ ଲାଗୁ ହେବ। ଆସ୍‌ପିରେସନାଲ୍‌ କମ୍ପୋନେଣ୍ଟରେ ୪ଟି ବିଭାଗ ରହିବ। ବୁକ୍‌ ରିଭ୍ୟୁ, ପ୍ରୋଜେକ୍ଟ ଓ୍ବାର୍କ, କୋ-କରିକୁଲମ ଆକ୍ଟିଭିଟି, ବେସିକ ଆଇଟି ସ୍କିଲ୍‌ ବିଷୟ ପାଇଁ ୨୫ ମାର୍କ ଲେଖାଏଁ ମୋଟ୍‌ ୧୦୦ ମାର୍କର ପରୀକ୍ଷା ହେବ।

Show More

Related Articles

Back to top button