Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର- ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ। ଜୁନ୍ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ମେ ୧୪ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button