Breaking PLUSଓଡ଼ିଶାମୁଖ୍ୟ ଖବର

ଡିସେମ୍ୱର ମାସର ପ୍ରତି ଶନିବାର ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

ଡିସେମ୍ୱର ମାସର ପ୍ରତ୍ୟେକ ଶନିବାର ହାଇକୋର୍ଟ ଏବଂ ଏହାର ଅଫିସ୍‌ ସମେତ ସମସ୍ତ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଏବଂ ଏସବୁର ଅଫିସ୍‌ ବନ୍ଦ ରହିବ ବୋଲି ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଡିସେମ୍ୱର ମାସର ପ୍ରତ୍ୟେକ ଶନିବାର ହାଇକୋର୍ଟ ଏବଂ ଏହାର ଅଫିସ୍‌ ସମେତ ସମସ୍ତ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଏବଂ ଏସବୁର ଅଫିସ୍‌ ବନ୍ଦ ରହିବ ବୋଲି ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଶନିବାର ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି । ଏହି ଘୋଷଣା ଆଧାରରେ ହାଇକୋର୍ଟ ପକ୍ଷରୁ ମଧ୍ୟ ଅନୁରୂପ ନିଷ୍ପତ୍ତି ନିଆଯାଇଛି ।

Show More

Related Articles

Back to top button