Breaking PLUSଓଡ଼ିଶାମୁଖ୍ୟ ଖବର

ନଭେମ୍ବର ମାସରେ ପ୍ରତି ଶନିବାର ବନ୍ଦ ରହିବ ସମସ୍ତ କୋର୍ଟ କାର୍ଯ୍ୟ

ନଭେମ୍ବର ମାସରେ ପ୍ରତି ଶନିବାର ଅଦାଲତ ବନ୍ଦ ରହିବ। ନଭେମ୍ବର ମାସରେ କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ହାଇକୋର୍ଟ ଓ ଏହାର ଅଫିସ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

ନଭେମ୍ବର ମାସରେ ପ୍ରତି ଶନିବାର ଅଦାଲତ ବନ୍ଦ ରହିବ। ନଭେମ୍ବର ମାସରେ କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ହାଇକୋର୍ଟ ଓ ଏହାର ଅଫିସ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ଏହି ମାସର କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବୁନାଲ ଓ ଏ ସମ୍ପର୍କିତ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ହାଇକୋର୍ଟ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।

Show More

Related Articles

Back to top button