Breaking PLUS

ବିଶ୍ୱର ସବୁଠାରୁ ବଡ ଷ୍ଟାଡିୟମ ମୋଟେରାକୁ ଉଦଘାଟନ କରିବେ ରାଷ୍ଟ୍ରପତି

ଆଜିଠାରୁ ଭାରତ ଇଂଲଣ୍ଡ ତୃତୀୟ ଟେଷ୍ଟ ଆରମ୍ଭ ହେଉଛି । ଅହମ୍ମଦାବାଦରେ ତିଆରି ହୋଇଥିବା ବିଶ୍ୱର ସବୁଠାରୁ ବଡ଼ ଷ୍ଟାଡିୟମ ଅହମ୍ମଦାବାଦ ମୋଟେରାର ସର୍ଦ୍ଦାର ପଟେଲ୍ ଷ୍ଟାଡିୟମରେ ଖେଳାଯିବ ଦିବାରାତ୍ର ପିଙ୍କ ବଲ୍ ଟେଷ୍ଟ ମ୍ୟାଚ୍ ।

ଆଜିଠାରୁ ଭାରତ ଇଂଲଣ୍ଡ ତୃତୀୟ ଟେଷ୍ଟ ଆରମ୍ଭ ହେଉଛି । ଅହମ୍ମଦାବାଦରେ ତିଆରି ହୋଇଥିବା ବିଶ୍ୱର ସବୁଠାରୁ ବଡ଼ ଷ୍ଟାଡିୟମ ଅହମ୍ମଦାବାଦ ମୋଟେରାର ସର୍ଦ୍ଦାର ପଟେଲ୍ ଷ୍ଟାଡିୟମରେ ଖେଳାଯିବ ଦିବାରାତ୍ର ପିଙ୍କ ବଲ୍ ଟେଷ୍ଟ ମ୍ୟାଚ୍ । ନୂଆ କରି ପ୍ରସ୍ତୁତ ହୋଇଥିବା ଏହି ଷ୍ଟାଡିଅମରେ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଇ ନାହିଁ। ଭାରତୀୟ ସମୟ ଦିନ ୨ଟା ୩୦ରୁ ଏହି ମ୍ୟାଚ୍ ଆରମ୍ଭ ହେବ। ଏହି ଷ୍ଟାଡିୟମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଦଘାଟନ କରିବେ।

ପ୍ରଥମ ଟେଷ୍ଟକୁ ଇଂଲଣ୍ଡ ଜିତିବା ପରେ ଦ୍ୱିତୀୟ ଟେଷ୍ଟକୁ ଟିମ୍ ଇଣ୍ଡିଆ ଜିତିନେଇଥିଲା । ସିରିଜ୍ ଏବେ ୧-୧ରେ ବରାବର ଥିବା ବେଳେ ପ୍ରଥମଥର ପାଇଁ ଉଭୟ ଦେଶ ପରସ୍ପରକୁ ପିଙ୍କ ବଲ୍ ଟେଷ୍ଟରେ ଭେଟିବେ। ଭାରତ କିମ୍ବା ଇଂଲଣ୍ଡର ଖେଳାଳି ଏହି ପିଚ୍ ରେ ପୂର୍ବରୁ ଖେଳି ନାହାନ୍ତି। ପିଚ୍ ପ୍ରଥମ ଦୁଇ ଦିନ ଦ୍ରୁତ ବୋଲରଙ୍କୁ ସହାୟକ ହେବ ବୋଲି କୁହାଯାଉଛି ।

Symptoms of the ‘contact us’ section on the pka. cialis 20mg But the response to be key point the most common side result, etc.

Show More

Related Articles

Back to top button