Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଆଜି ରେଳ କୌଶଳ ବିକାଶ ଯୋଜନାର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ଆଜି ଦିନ ୧୦ଟା ୩୦ରେ ରେଳ କୌଶଳ ବିକାଶ ଯୋଜନାର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ । ମଞ୍ଚେଶ୍ୱରସ୍ଥିତ ରେଳ ଡବା ମରାମତି କାରଖାନାରେ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହେବ ।

ଆଜି ଦିନ ୧୦ଟା ୩୦ରେ ରେଳ କୌଶଳ ବିକାଶ ଯୋଜନାର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ । ମଞ୍ଚେଶ୍ୱରସ୍ଥିତ ରେଳ ଡବା ମରାମତି କାରଖାନାରେ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହେବ । ତେବେ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ନୂଆଦିଲ୍ଲୀରୁ ଭିଡିଓ ଲିଙ୍କ୍‌ ଜରିଆରେ ଯୋଡିହେବେ ବୋଲି ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Show More

Related Articles

Back to top button